www.samajalive.in
Saturday, December 6, 2025
23.1 C
Bhubaneswar

କ୍ରୀଡାବିତ୍‍ଙ୍କୁ ବିକାଶ ମଞ୍ଚ ପକ୍ଷରୁ ସମ୍ବର୍ଦ୍ଧନା

ଆଠଗଡ: ସଂପ୍ରତି କଲିକତାଠାରେ ଆୟୋଜିତ ଜାତୀୟ କିକ୍‍ବକ୍ସିଂ ଚମ୍ପିଆନସିପ୍‍ ପ୍ରତିଯୋଗିତାରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଆଠଗଡର ୪ଜଣ କ୍ରୀଡାବିତ୍‍ଙ୍କୁ ଆଠଗଡ ବିକାଶ ମଞ୍ଚ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି । ଏହି ପ୍ରତିଯୋଗିତାରେ ବିଭିନ୍ନ ବର୍ଗରେ ଉନ୍ନତ କ୍ରୀଡା ପ୍ରଦର୍ଶନ କରି ଅମର କୁମାର ଧଳ, କାହ୍ନା ବେହେରା ଓ ଶିବୁ ମଲ୍ଲିକ ରୌପ୍ୟ ପଦକ ଏବଂ ଚନ୍ଦନ ରାଉତ ବୋଞ୍ଚ ପଦକ ହାସଲ କରିଛନ୍ତି । ସେମାନଙ୍କୁ ଏବଂ ପ୍ରଶିକ୍ଷକ ସନ୍ତୋଷ ବେହେରାଙ୍କୁ ଆଠଗଡ ବିକାଶ ମଞ୍ଚର ପ୍ରତିଷ୍ଠାତା ସଭାପତି ମାନସ ରଞ୍ଜନ ବସ୍ତିଆ ସମ୍ବର୍ଦ୍ଧିତ କରିବା ସହ ତାଙ୍କର ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories