www.samajalive.in
Monday, December 8, 2025
13.1 C
Bhubaneswar

ଗଛରେ ରସି ଲଗାଇ ଯୁବକଙ୍କ ଆତ୍ମହତ୍ୟା

ଆଠଗଡ: ଆଠଗଡ ଥାନା କୁଲାଇଲୋ ଗାଁରେ ଅଘଟଣ।  ଜଣେ ଯୁବକ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତକ ଭାସ୍କର ଚନ୍ଦ୍ର ଦାସଙ୍କ ପୁଅ ଦେବପ୍ରସାଦ ଦାସ ବୋଲି ଜଣାପଡିଛି। ଦେବପ୍ରସାଦ ସାଇ ମନ୍ଦିର ନିକଟରେ ଥିବା ଏକ  ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଦେଖାଯାଇଥିଲା। ପରେ ତାଙ୍କୁ ତୁରନ୍ତ ଆଠଗଡ ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା। ହେଲେ ଡାକ୍ତର ସେଠା​‌ରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଉପଖଣ୍ଡ ଚିକିତ୍ସାଳୟରେ ଶବ ବ୍ୟବଛେଦ କରାଯାଇ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଥିଲା। ପୁଲିସ୍ ଘଟଣାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories