www.samajalive.in
Monday, December 8, 2025
27.1 C
Bhubaneswar

ହାଇୱା ଧକ୍କାରେ ଭାଉଜ ମୃତ, ଦିଅର ଆହତ

ଆଠଗଡ: ଆଠଗଡରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ହାଇୱା ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜ​‌ଣେ ଗୁରୁତର ଆହତ ହୋଇଛନ୍ତି।  ଉଭୟ ସମ୍ପର୍କରେ ଭାଉଜ ଓ ଦିଅର ବୋଲି ଜଣାପଡିଛି। ତିଗିରିଆ ଥାନା ପାଞ୍ଚଗାଁ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି।  ସ୍ଥାନୀୟ ଲୋକ ଏ ନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଡ୍ରାଇଭର ସହ ହାଇୱାକୁ ଜବତ କରିଛି।

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories