www.samajalive.in
Saturday, December 13, 2025
23.1 C
Bhubaneswar

ଦେଶୀମଦ ଜବତ, ୪ଗିରଫ

ଆଠଗଡ: ଗୁରୁବାର ଆଠଗଡ ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୧୦୫ଲିିଟର ଦେଶୀମଦ ଜବତ କରାଯିବା ସହ ଏଥିରେ ସଂପୃକ୍ତ ୪ଜଣଙ୍କୁ ଗିରଫ କରାଯାଇଛି। କଟକିଆସାହି ପଞ୍ଚାୟତର ବଉଳପଦା ଗ୍ରାମରୁ ପଙ୍କଜ ବେହେରାଙ୍କଠାରୁ ୨୦ଲିଟର, ଯୋରନ୍ଦା ଗ୍ରାମର ବିଶ୍ୱଜିତ୍‍ ଦାସଙ୍କ ଠାରୁ ୨୫ଲିଟର, ଖୁଣ୍ଟକଟା ପଞ୍ଚାୟତର ନୂଆବନ୍ଧ ଗ୍ରାମର ଭଗବାନ ବେହେରାଙ୍କ ଠାରୁ ୨୫ଲିଟର ଏବଂ ଜେନାପଦା ଗ୍ରାମର ସନ୍ତୋଷ ଶତପଥୀଙ୍କ ଘରୁ ୩୫ଲିଟର ଦେଶୀମଦ ଜବତ କରାଯିବା ସହ ସଂପୃକ୍ତ ୪ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଅବକାରୀ ଉପନିରୀକ୍ଷକ ସୌମ୍ୟରଞ୍ଜନ ମାଝିଙ୍କ ନେତୃତ୍ୱରେ ଅବକାରୀ କର୍ମଚାରୀ ଏହି ଚଢାଉରେ ଅଂଶଗ୍ରହଣ କରିଥିଲେ।

Hot this week

ଚାଲାଣ ଛାଡ଼ ପାଇବାର ଶେଷ ସୁଯୋଗ, ଆଜି ବର୍ଷର ଶେଷ ଲୋକ ଅଦାଲତ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ବର୍ଷର ଶେଷ ଲୋକ ଅଦାଲତ ଆଜି...

ଟଙ୍କାର ମୂଲ୍ୟହ୍ରାସ ଓ ଦେଶର ଅର୍ଥନୀତି

ବିଶ୍ବର ଅର୍ଥନୈତିକ ଶକ୍ତିଶାଳୀ ରାଷ୍ଟ୍ର ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାବେଳେ...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

Related Articles

Popular Categories