www.samajalive.in
Monday, December 15, 2025
14.1 C
Bhubaneswar

୬୪ଲିଟର ମଦ ସହ ୩ ଗିରଫ

ଆଠଗଡ:ଆଠଗଡ ଅବକାରୀ ଉପଅଧିକ୍ଷକ ପ୍ରମୋଦ କୁମାର ପଣ୍ଡାଙ୍କ ନିର୍ଦ୍ଦେଶକ୍ରମେ ଉପନିରୀକ୍ଷକ ସୌମ୍ୟରଞ୍ଜନ ମାଝିଙ୍କ ନେତୃତ୍ୱରେ ସୋମବାର ଆଠଗଡ ଓ ଖୁଣ୍ଟୁଣୀ ଥାନାର ବିଭିନ୍ନ ଅଞ୍ଚଳରେ ଚଢାଉ କରାଯାଇଥିଲା। ଏଥିରେ ୬୪ଲିଟର ମଦ ଜବତ କରିବା ସହ ସଂପୃକ୍ତ ୩ଜଣଙ୍କୁ ଗିରଫ କରାଯାଇଛି। ନୂଆଶାସନର ଗଣେଶ୍ୱର ସୁତାର ଠାରୁ ୨୨ଲିଟର ରାଜନଗର ପଞ୍ଚାୟତର ବନଖଣ୍ଡି ଗ୍ରାମର କିଶାନ ସାହୁଙ୍କଠାରୁ ୨୦ଲିଟର ଓ ଧୁରୁଷିଆ ପଞ୍ଚାୟତ କେଉଟପଡାର ବିକାଶ ବେହେରାଠାରୁ ୨୨ଲିଟର ମଦ ଜବତ କରାଯିବା ସହ ସେମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ବିଭାଗୀୟ ସୁତ୍ରରୁ ପ୍ରକାଶ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories