୧୮ଟି ହାଇସ୍କୁଲରେ ନାହାନ୍ତି ସ୍ଥାୟୀ ପ୍ରଧାନଶିକ୍ଷକ

ଆଠଗଡ, ୦୨ା୭(ନିପ୍ର) ଆଠଗଡ ବ୍ଲକରେ ଥିବା ମୋଟ ୩୪ଟି ସରକାରୀ, ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ଓ ବ୍ଲକ ଗ୍ରାଣ୍ଟ ହାଇସ୍କୁଲ ମଧ୍ୟରୁ ୧୮ଟି ହାଇସ୍କୁଲରେ ସ୍ଥାୟୀ ପ୍ରଧାନଶିକ୍ଷକ ପଦବୀ ବର୍ଷ ବର୍ଷ ଧରି ଖାଲି ପଡିଛି । ସେହିପରି କେତେକ ହାଇସ୍କୁଲରେ ବିଷୟ ଭିତ୍ତିକ ଶିକ୍ଷକ ପଦବୀ ଖାଲି ପଡିଥିବାରୁ ଆଠଗଡ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥା ଦିଗହରା ହୋଇପଡିଛି । ବିଶେଷକରି ଆଠଗଡ ସହରର ସର୍ବପୁରାତନ ବିଶ୍ୱନାଥ ବିଦ୍ୟାପୀଠ ଓ ସରକାରୀ ବାଳିକା ହାଇସ୍କୁଲରେ ସ୍ଥାୟୀ ପ୍ରଧାନଶିକ୍ଷକ … Continue reading ୧୮ଟି ହାଇସ୍କୁଲରେ ନାହାନ୍ତି ସ୍ଥାୟୀ ପ୍ରଧାନଶିକ୍ଷକ