www.samajalive.in
Monday, December 15, 2025
27.1 C
Bhubaneswar

+୨ ବିଜ୍ଞାନରେ ଆଠଗଡ ଛାତ୍ରୀଙ୍କ କୃତିତ୍ବ

ଆଠଗଡ : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ +୨ ବିଜ୍ଞାନ ପରୀକ୍ଷାରେ ଆଠଗଡ ଅଞ୍ଚଳର ଛାତ୍ରୀ ୯୨% ନମ୍ବର ରଖି କୃତିତ୍ବ ଅର୍ଜନ କରିଛନ୍ତି । ଆଠଗଡ ବ୍ଲକ ଅନ୍ତର୍ଗତ ବେଣ୍ଟପଦା ଗ୍ରାମର ଗୁରୁଦତ୍ତ ମିଶ୍ର ଓ ତୃପ୍ତିରାଣୀ ମିଶ୍ରଙ୍କ କନ୍ୟା ଗାୟତ୍ରୀ ମିଶ୍ର ମୋଟ ୬୦୦ ନମ୍ବରରୁ ୫୫୨ ନମ୍ବର ରଖି ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି।  ଗାୟତ୍ରୀ କଟକର ସରସ୍ଵତୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟୟନ କରୁଥିଲେ। ଭବିଷ୍ୟତରେ ଆହୁତ କଠିନ ଅଧ୍ୟବସାୟ କରି ଜଣେ ଡାକ୍ତର ହେବାର ଲକ୍ଷ୍ୟ ରଖିଥିବା ଗାୟତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।

Hot this week

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

Related Articles

Popular Categories