www.samajalive.in
Friday, December 5, 2025
27.1 C
Bhubaneswar

ଟ୍ରକ୍‍-ସ୍କୁଟି ମୁହାଁମୁହି ଧକ୍କା, ଜଣେ ମୃତ

ସମାଜ ଡିଜିଟାଲ ଡେସ୍କ: କଟକ ଜିଲା ଆଠଗଡ ଥାନା ଗୋପିନାଇପୁର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ସ୍କୁଟିକୁ ସାମ୍ନାରୁ ପିଟିଥିଲା ଟ୍ରକ । ଫଳରେ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଛି । କ୍ଷତିପୂରଣ ଦାବିରେ ରାସ୍ତାରେ ମୃତଦେହ ରଖ ପ୍ରତିବାଦ କରିଛନ୍ତି ସ୍ଥାନୀୟ ଲୋକ । ଖୁଣ୍ଟୁଣି-ନରସିଂହପୁର ରାସ୍ତାର ଗୋପିନାଥପୁର ଛକରେ ରାସ୍ତାରୋକ କରାଯାଇଛି । ଟ୍ରକ ଚାଳକଙ୍କ ବେପରୁଆ ଗାଡି ଚାଳନା ଯୋଗୁ ଏଭଳି ଦୁର୍ଘଟଣା ଘଟିଥିବା ଅଭିଯୋଗ ହୋଇଛି । ଟ୍ରକ ଡ୍ରାଇଭରଙ୍କୁ ଅଟକ ରଖାଯାଇଛି । ଘଟଣାସ୍ଥଳରେ ଏସଡିପିଓ, ଆଇଆଇସି ଓ ତହସିଲଦାର ପହଞ୍ଚି ଲୋକଙ୍କୁ ବୁଝସୁଝା କରୁଛନ୍ତି ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories