www.samajalive.in
Sunday, December 14, 2025
19.1 C
Bhubaneswar

ଘରପୋଡି ବିପନ୍ନଙ୍କୁ ବିକାଶ ମଞ୍ଚର ସହାୟତା

ଆଠଗଡ: ଆଠଗଡ ବ୍ଲକର ଖୁଣ୍ଟକଟା ପଞ୍ଚାୟତ ଅନ୍ତର୍ଗତ ରେଗେଡାପଡା ଗ୍ରାମର ଅଗ୍ନି ବିପନ୍ନ ଗୋଟିଏ ପରିବାରକୁ ଆଠଗଡ ବିକାଶ ମଞ୍ଚ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି। ଗତ ସୋମବାର ରାତିରେ ବିଦ୍ୟୁତ ସର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟି ରେଗେଡାପଡା ଗ୍ରାମର ଅଜୟ କୁମାର ଖଟୁଆଙ୍କର ଦୁଇ ବଖରା ଘର ସମେତ ଝିଅ ବାହାଘର ପାଇଁ ରଖିଥିବା ନଗଦ ୩ ଲକ୍ଷ ଟଙ୍କା ସମେତ ସମସ୍ତ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଥିଲା।

ଆଠଗଡ ବିକାଶ ମଞ୍ଚର ପ୍ରତିଷ୍ଠାତା ସଭାପତି ତଥା ସମାଜସେବୀ ମାନସ ରଞ୍ଜନ ବସ୍ତିଆ ସଂପୃକ୍ତ ଅଗ୍ନି ବିପନ୍ନ ପରିବାରକୁ ଭେଟି ଆଶ୍ୱାସନା ଦେବା ସହ ସେମାନଙ୍କୁ ସୋଲାର ଲାଇଟ, କମ୍ବଳ, ବସ୍ତ୍ର ଓ ଶୁଖିଲା ଖାଦ୍ୟ ପ୍ରଦାନ କରିଥିଲେ।

Hot this week

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

Related Articles

Popular Categories