www.samajalive.in
Monday, December 15, 2025
16.1 C
Bhubaneswar

ଆଠଗଡ ବିଜେପି ପକ୍ଷରୁ ରିଲିଫ ବଣ୍ଟନ

ଗୁରୁଡିଝାଟିଆ :  ଆଠଗଡ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କଖଡି ପଞ୍ଚାୟତର ଗୋପିନାଥପଡା ଗାଁରେ ଆଠଗଡ ବିଜେପି ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ବନ୍ୟାରେ ଘରେ ଘରେ ପାଣି ପଶିଯାଇଥିବା ଗୋପିନାଥପଡାର ଗ୍ରାମର ଜନସାଧାରଣ ଛାତ ଉପରେ ଆଶ୍ରୟ ନେଇଥିଲେ। ବରିଷ୍ଠ ବିଜେପି ନେତା ବ୍ରଜେନ୍ଦ୍ର ରାୟଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଆଇନଜୀବି ତଥା ବିଜେପିନେତା ଜଗଦାନନ୍ଦ ତ୍ରିପାଠୀ, ମହେଶ୍ୱର ସ୍ୱାଇଁ, ଦିପକ ଦାସ ଓ ନିର୍ମଳ କୁମାର ପ୍ରମୁଖ ଉପସ୍ଥିତ ରହି ରିଲିଫ ବଣ୍ଟନ କରିଥିଲେ।

Hot this week

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

Related Articles

Popular Categories