www.samajalive.in
Saturday, December 6, 2025
23.1 C
Bhubaneswar

ଆତିଶୀ ମାର୍ଲେନା ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଅରବିନ୍ଦ କେଜ୍ରିୱାଲଙ୍କ ସ୍ଥାନରେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହେବେ ୪୩ବର୍ଷୀୟା ଆତିଶୀ ମାର୍ଲେନା। ଆଜି ଆପର ବିଧାୟକ ଦଳ ବୈଠକରେ ସର୍ବ ସମ୍ମତିକ୍ରମେ ଆତିଶୀଙ୍କ ନାମରେ ମୋହର ବାଜିଛି। ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇଥିବାରୁ ଆତୀଶ ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ପଦରେ ବସିବାକୁ ଯାଉଛନ୍ତି। ମନୀଷ ସିସୋଦିଆଙ୍କୁ ଉପଦେଷ୍ଟା ଦାୟିତ୍ୱ ଦିଆଯାଇଛି। କେଜ୍ରିୱାଲଙ୍କ ସରକାରରେ ଆତିଶୀ ଅର୍ଥମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ। ଏହାସହିତ ଆପର ସଙ୍କଟ ସମୟରେ ୧୪ଟି ମନ୍ତ୍ରଣାଳୟର ଦାୟିତ୍ୱ ତୁଲାଇଥିଲେ ଆତିଶୀ। ମିଳିଥିବା ସୂଚନା ଅନୁସାରେ ଆଜି ଅରବିନ୍ଦ କେଜ୍ରିୱାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories