www.samajalive.in
Friday, December 5, 2025
23.1 C
Bhubaneswar

କେଜ୍ରିଓ୍ବାଲଙ୍କ ପୁରୁଣା ବଙ୍ଗଳାରେ ରହିବେ ଆତିଶୀ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ ଫ୍ଲାଗଷ୍ଟାଫ୍ ରୋଡ୍ ବଙ୍ଗଳାରେ ରହିବେ। ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଏହି ବଙ୍ଗଳା ଛାଡିବାର କିଛି ଦିନ ପରେ ଆତିଶୀ ସେଠାକୁ ଯିବେ। ନୂତନ ବାସଭବନକୁ ଆତିଶୀଙ୍କ ସମସ୍ତ ଆସବାବପତ୍ର ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ତେବେ ସେପ୍ଟେମ୍ବର ମାସରେ ଆପ୍ ଜାତୀୟ ସଂଯୋଜକ କେଜ୍ରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ଗତ ଶୁକ୍ରବାର ଫ୍ଲାଗଷ୍ଟାଫ୍ ରୋଡ୍ ବଙ୍ଗଳା ଛାଡିଥିଲେ। ବର୍ତ୍ତମାନ ସେ ମଣ୍ଡି ହାଉସ୍ ସ୍ଥିତ ୫ ଫିରୋଜଶାହ ରୋଡ୍ ରେ ଅବସ୍ଥାନ କରୁଛନ୍ତି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories