www.samajalive.in
Thursday, December 11, 2025
16.1 C
Bhubaneswar

ଧକୋଠା ଏସବିଆଇ ଏଟିଏମରୁ ୭.ଲକ୍ଷ ୪୨ହଜାର ଟଙ୍କା ଲୁଟ

କେଶଦୁରାପାଳ: ଘଷିପୁରା ଥାନା  ଧକେଠା ଏନ ଏଚ୍ ୨୦ ପାର୍ଶ୍ବରେ ଥିବା ଏସବିଆଇ ଏଟିଏମ୍ ରୁ ଲୁଟ୍ ହୋଇଛି।ଗ୍ଲାସ କଟର ସାହାର୍ଯ୍ୟରେ ସଟର କାଟିବା ସହ ଏଟିଏମକୁ କାଟି ୭ଲକ୍ଷ ୪୨ ହଜାର ଟଙ୍କା ଲୁଟି ନେଇଛନ୍ତି ବୋଲି ପୁଲିସ ମୁତ୍ରରୁ ପ୍ରକାଶ। ତେବେ ପୁଲିସ ଘଟଣାସ୍ଥଳ ପରିଦର୍ଶନ କରିବା ସହ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।

ସୂଚନା ଯୋଗ୍ୟ ଯେ ପୂର୍ବରୁ ଏହି  ଏଟିଏମ୍ ରୁ ୩୦ / ୬/୨୨ ରେ ୨୨ ଲାକ୍ଷ ଟଙ୍କା ଲୁଟି ନେଇଥିଲେ । ୨ ବର୍ଷ ହେବାକୁ ଥିବାବେଳ ଲୁଟେରା ମାନଙ୍କୁ ପୁଲିସ ଧରି ପାରିନାହାନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories