www.samajalive.in
Sunday, December 14, 2025
14.1 C
Bhubaneswar

ଏଟିଏମ୍‌ରୁ ଟଙ୍କା ଲୁଟ୍‌

ବାଲେଶ୍ୱର : ମାତିଲେ ଏଟିଏମ୍‌ ଲୁଟେରା । ଏଟିଏମ୍‌ ଭାଙ୍ଗି ଲୁଟି ନେଲେ ଟଙ୍କା । ରବିବାର ବିଳମ୍ବିତ ରାତିରେ ବାଲେଶ୍ୱରର ସଦର ଥାନା ଅନ୍ତର୍ଗତ ପଦ୍ମପୁର ଛକରେ ଥିବା ଏସ୍‌ବିଆଇ ଏଟିଏମ୍‌ରୁ ଏହି ଲୁଟ୍‌ ହୋଇଛି । କେତେ ଟଙ୍କା ଲୁଟ୍‌ ହୋଇଛି ତାହାର କୌଣସି ସ୍ପଷ୍ଟତା ମିଳି ନାହିଁ । ଲୁଟ୍‌ ନେଇ ସ୍ଥାନୀୟଲୋକେ ପୁଲିସକୁ ଖବର ଦେବା ପରେ ସଦର ଥାନା ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।

୫୦ ବର୍ଷ ପରେ ଶକ୍ତିଶାଳୀ ତ୍ରିଗ୍ରହୀ ଯୋଗ ; ଏହି ରାଶିଙ୍କୁ ମିଳିବ ଖାଲି ସଫଳତା, ହେବେ ମାଲାମାଲ୍‌, ବଢିବ ଦରମା..

୨୪ ଘଣ୍ଟାରେ ଆଣ୍ଡାମାନ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

- Advertisement -

ଦେଖନ୍ତୁ ଭିଡିଓ ; ଢାବାକୁ ଆସିଥିଲେ ଭାରତୀୟ ସୈନ୍ୟ, ତା’ପରେ ହେଲା ଏମିତି..

ରାଜଧାନୀରେ ହାଇଡ୍ରାମା ; ଅଧାରୁ ବନ୍ଦ ରିସେପ୍ସନ୍‌ ଭୋଜି, ବରକୁ ଥାନାକୁ ନେଲା ପ୍ରେମିକା

 

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories