ମଦ୍ୟପ ସ୍ୱାମୀର ଉନ୍ମତ୍ତ କାଣ୍ଡ

0

ଟିଟିଲାଗଡ଼ : ଟିଟିଲାଗଡ଼ ସହରରେ ଏକ ଅଭାବନୀୟ ଘଟିଛି। ଜଣେ ବ୍ୟକ୍ତି ମଦ୍ୟପାନ କରି ଭଙ୍ଗା ବୋତଲରେ ନିଜ ସ୍ତ୍ରୀଙ୍କ ଗଳା କାଟି ହତ୍ୟା କରିଥିବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଆହତ ମହିଳା ଜଣକ ହେଲେ ଗୀତାଞ୍ଜଳି ସାହୁ। ତାଙ୍କୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇ ଟିଟିଲାଗଡ଼ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Leave A Reply