www.samajalive.in
Saturday, December 6, 2025
16.1 C
Bhubaneswar

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଜଗତସିଂହପୁର : ଜଗତସିଂହପୁରରେ ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଯୁବକଙ୍କୁ ଗୁରୁତର ଅବସ୍ଥାରେ କଟକକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି। ଏହି ଘଟଣାରେ ଅନ୍ୟ ଜ‌ଣେ ଆହତ ହୋଇଛନ୍ତି। ଏନେଇ ଥାନାରେ ଅଭିଯୋଗ କରାଯିବା ପରେ ଘଟଣାରେ ସଂପୃକ୍ତ ଥିବା ଅଭିଯୁକ୍ତକୁ ଗିରଫ କରାଯାଇଛି।
ସୂଚନାଯୋଗ୍ୟ ଯେ, ଯୁବକ ଜଣକ ନିଜ ସାଙ୍ଗ ସହ ଗ୍ରାମ ପାଖ ମନ୍ଦିର ନିକଟରେ ଛିଡା ହୋଇ କଥା ହେଉଥିଲେ। ସେହି ସମୟରେ ଅଭିଯୁକ୍ତ ଜଣକ ତାଙ୍କ ପାଖକୁ ଆସିଥିଲା। ଏହାପରେ ଉଭୟଙ୍କ ମଧ୍ୟରେ କୌଣସି କାରଣରୁ ବଚସା ହୋଇଥିଲା। ଏଥିରେ ଉତକ୍ଷେପିତ ହୋଇ ଅଭିଯୁକ୍ତ ଜଣକ ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲା। ଫଳରେ ଯୁବକ ଜଣକ ଏଥିରେ ଗୁରୁତର ହୋଇଥିବା ବେଳେ ତାଙ୍କ ସାଙ୍ଗ ମଧ୍ୟ ଆହତ ହୋଇଥିଲେ।

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories