ଖୋର୍ଦ୍ଧା : ଖୋର୍ଦ୍ଧାର ଜଟଣୀ ଜାମୁକୋଳି ପଞ୍ଚାୟତ ପାଞ୍ଚଗାଁରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଖଣ୍ଡାରେ ଜଣେ ଯୁବକଙ୍କୁ ଆକ୍ରମଣ କରାଯାଇଥିବାରୁ ତାଙ୍କ ଅବସ୍ଥା ଗୁରୁତର ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଖଣ୍ଡାରେ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଅଧିକ ସୂଚନା ହସ୍ତଗତ ହୋଇପାରି ନାହିଁ।
ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗ
Popular Categories



