www.samajalive.in
Tuesday, December 9, 2025
15.1 C
Bhubaneswar

ଯୁବତୀଙ୍କୁ ମରଣାନ୍ତକ ଆକ୍ରମଣ, ଯୁବକ ଅଟକ

ବାଲେଶ୍ବର : ବାଲେଶ୍ବରର ଦର୍ଜି ପୋଖରୀ ଛକ ନିକଟରେ ଜଣେ ଯୁବତୀଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ସେ ମଙ୍ଗଳବାର ସନ୍ଧ୍ୟା ସମୟରେ ଘରକୁ ଫେରୁଥିବା ବେଳେ ଜଣେ ଯୁବକ ତାଙ୍କୁ ବ୍ଲେଡରେ ଆକ୍ରମଣ କରିଥିଲା। ଯୁବତୀଙ୍କର ବେକ ଓ ଗାଲରେ କ୍ଷତ ହୋଇଥିବା ଜଣାପଡିଛି। ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଲୋକମାନେ ଆକ୍ରମଣ କରିଥିବା ଯୁବକ ଜଣଙ୍କୁ ଧରି ନିସ୍ତୁକ ମାଡ ମାରିଥିବା ଜଣାପଡିଛି। ଏ ସମ୍ପର୍କରେ​‌ ଖବର ପାଇ ପୁଲିସ ଗ୍ରାମରେ ପହଞ୍ଚି ଲୋକଙ୍କୁ ଠାରୁ ଉକ୍ତ ଯୁବକକୁ ଉଦ୍ଧାର କରିବା ସହ ଅଟକ ରଖିଛି। ଏହାସହ ଘଟଣାର ତଦନ୍ତ ମଧ୍ୟ ଆରମ୍ଭ କରିଛି। ତେବେ ପ୍ରେମ ସମ୍ପର୍କକୁ କେନ୍ଦ୍ର କରି ଏହି ଆକ୍ରମଣ ହୋଇଥିବା ସନ୍ଦେହ କରାଯାଉଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories