www.samajalive.in
Sunday, December 7, 2025
16.1 C
Bhubaneswar

ପୁଣି ଅଶାନ୍ତ ବିଜେବି କଲେଜ : ଅଣଛାତ୍ରଙ୍କ ଆକ୍ରମଣରେ ୩ ଛାତ୍ର ଆହତ

ଡେସ୍କ : ବିଜେବି କଲେଜ ପୁଣି ଅଶାନ୍ତ ହୋଇ ଉଠିଛି । ଛାତ୍ର-ଅଣଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ ଯୋଗୁଁ ଶନିବାର ଛାତ୍ରଙ୍କୁ ଛୁରାମାଡ଼ ହୋଇଛି । ଏଥିରେ କଲେଜର ୩ ଛାତ୍ର ଆହତ ହୋଇଛନ୍ତି । ସେମାନଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବିଜେବି କଲେଜ ପଡ଼ିଆରେ କ୍ରିକେଟ ଖେଳକୁ ନେଇ ଆଜି ହୋଇଥିବା ପାଟିତୁଣ୍ଡ ଶେଷରେ ଉଗ୍ରରୂପ ଧାରଣ କରିଛି । ଫଳରେ ଅଣଛାତ୍ରଙ୍କ ଛୁରାମାଡ଼ରେ ୩ ଛାତ୍ର ଆହତ ହୋଇଛନ୍ତି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories