www.samajalive.in
Sunday, December 7, 2025
16.1 C
Bhubaneswar

ପିସିସି ସଭାପତିଙ୍କୁ ଆକ୍ରମଣ ଉଦ୍ୟମକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଯୁବ କଂଗ୍ରେସ କର୍ମୀଙ୍କ ରାସ୍ତାରୋକ

କେଉଁଝର : ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କୁ ଆକ୍ରମଣ ଉଦ୍ୟମକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଯୁବ କଂଗ୍ରେସ କର୍ମୀ ରାସ୍ତାରୋକ କରିଥିଲେ।  କେଉଁଝର ଟାଉନ ଥାନା ନିକଟ କାଶୀପୁର ଠାରେ ୪ ରୁ ୫ ଜଣ ଦୁର୍ବୁତ୍ତ ନିଶାସକ୍ତ ଅବସ୍ଥାରେ ପିସିସି ସଭାପତିଙ୍କ ଗାଡିକୁ ଓଭରଟେକ କରି ଗାଡିକୁ ଅଟକାଇ ଆକ୍ରମଣ ଉଦ୍ୟମ କଲେ। ପିସିସି ସଭାପତିଙ୍କ ସୁରକ୍ଷା ପାଇଁ ସୁରକ୍ଷା କର୍ମୀ ଆଗକୁ ଆସିବାରୁ ଡ୍ରାଇଭର ଓ ସୁରକ୍ଷା କର୍ମୀଙ୍କୁ ଦୁର୍ବୁତ୍ତମାନେ ମାଡ ମାରିଥିଲେ। ପିସିସି ସଭାପତିଙ୍କ ଉପସ୍ଥିତିରେ ଟାଉନ ଥାନାରେ ସୁରକ୍ଷାକର୍ମୀ ରାଜେଶ ସିଂହ ଏତଲା ଦେଇଛନ୍ତି।  ସୁରକ୍ଷାକର୍ମୀଙ୍କ ଏତଲା ଆଧାରରେ ୩୪୧, ୨୯୪, ୩୨୩, ୩୦୫, ୪୨୭, ୫୦୬, ୩୪ ଆଇପିସି ଦଫାରେ ପୁଳିସ ମାମଲା ରୁଜୁ କରିଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories