www.samajalive.in
Saturday, December 6, 2025
26.1 C
Bhubaneswar

ଯୁବକଙ୍କୁ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ : ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

ବାଲେଶ୍ବର : ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁପାରି-କଦଳି ଗଡ଼ିଆ ରାସ୍ତାରେ ଜଣେ ଯୁବକଙ୍କୁ କିଛି ଦୁର୍ବୃତ୍ତ ଗୋଡ଼ାଇ ଗୋଡ଼ାଇ ହାଣିଥିବା ଅଭିଯୋଗ ହୋଇଛି। ଏଥିରେ ଯୁବକ ଜଣକ ଗୁରୁତର ହୋଇଛନ୍ତି। ଆହତ ଯୁବକ ହେଉଛନ୍ତି କଦଳିଗଡ଼ିଆର ମୁକ୍ତିକାନ୍ତ ସ ।

ସୂଚନା ଅନୁସାରେ, ଦୁର୍ବୃତ୍ତମାନେ ସଂଘବଦ୍ଧ ଭାବେ ଭୁଜାଲି ଓ ଖଣ୍ଡାରେ ଆକ୍ରମଣ କରି ମୁକ୍ତିକାନ୍ତଙ୍କ କାନ, ବେକ ଓ ହାତକୁ ହାଣି ଦେଇଛନ୍ତି। ପ୍ରଥମେ ତାଙ୍କୁ ଖଇରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭଦ୍ରକ ଡାକ୍ତରଖାନା ଓ ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories