www.samajalive.in
Sunday, December 7, 2025
26.1 C
Bhubaneswar

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ , ବାଇକ୍ ଜାଳିଦେଲେ ଦୁର୍ବୁତ୍ତ

ବ୍ରହ୍ମପୁର: ଗୋଳନ୍ଥରା ଥାନା ରାଳବ ଗାଁରେ ଅଭାବନୀୟ ଘଟଣା ଘଟିଛି। ଗାଁ ଦାଣ୍ଡରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୁତ୍ତ।  ଆକ୍ରମଣ କରିବା ସହ ଘରେ ଥିବା ଯୁବକଙ୍କ ବାଇକ୍ ମଧ୍ୟ ଜାଳି ଦେଇଛନ୍ତି। ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି। ସଂଘବଦ୍ଧ ଆକ୍ରମଣରେ ଯୁବକ ଜଣକ ଗୁରୁତର ହୋଇଛନ୍ତି। ତାଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି। ୫ରୁ ୬ ଜଣ ଯୁବକ ଆକ୍ରମଣ କରିଥିବା ବେଳେ ପୁଲିସ୍ ଘଟଣାରେ ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories