www.samajalive.in
Monday, December 15, 2025
17.1 C
Bhubaneswar

ରାସ୍ତା ମଝିରେ ଯୁବକଙ୍କୁ ଛୁରାମାଡ

ବ୍ରହ୍ମପୁର : ବିଚ୍ ରାସ୍ତାରେ ଜଣେ ଯୁବକଙ୍କୁ ଛୁରାମାଡ ହୋଇଛି । ଏଥିରେ ଯୁବକ ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ସୂଚନା ଅନୁଯାୟୀ ମଥୁରା- ସୋଲବନ୍ଧ ଗାଁ ରାସ୍ତାରେ ଜଣେ ଯୁବକଙ୍କୁ ଅଟକାଇ କିଛି ଦୁର୍ବୃତ୍ତ ମୋବାଇଲ ଓ ଟଙ୍କା ମାଗିଥିଲେ । ଦେବାକୁ ମନା କରିବାରୁ ତାଙ୍କୁ ଛୁରାମାଡ କରି ଘଟଣାସ୍ଥଳରେ ଫେରାର ହୋଇଯାଇଥିଲେ ଦୁର୍ବୃତ୍ତ । ଯୁବକଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅନ୍ୟପଟେ ପୁଲିସ ଘଟଣାର ଯାଞ୍ଚ କରୁଛି ।

ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories