www.samajalive.in
Sunday, December 7, 2025
26.1 C
Bhubaneswar

ରାସ୍ତା ମଝିରେ ୨ ଯୁବକଙ୍କୁ ହାଣିଲେ ଦୁର୍ବୃତ୍ତ

ରାଉରକେଲା : ରାସ୍ତା ମଝିରେ ୨ ଯୁବକଙ୍କୁ ହାଣିଲେ ଦୁର୍ବୃତ୍ତ । ସେକ୍ଟର ୭ ଥାନା ସଭୌତିକ ଆଶ୍ରମ ରାସ୍ତାରେ ଏହି ହତ୍ୟାକାଣ୍ଡ ଘଟିଛି । ୨ ଯୁବକ ଏକାଠି ଯାଉଥିବା ସମୟରେ ତାଙ୍କୁ କିଛି ଦୁର୍ବୃତ୍ତ ଅଚାନକ ଆସି ମରଣାନ୍ତକ ଆକ୍ରମଣ କରିଥିଲେ । ଏଥିରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ଆରଜିଏଚ୍ ମେଡିକାଲରେ ଭର୍ତ୍ତି କରାଯାଇଛି । ୨ ଯୁବକଙ୍କ ପରିଚୟ ଜଣାପଡିନଥିବା ବେଳେ ଆକ୍ରମଣର କାରଣ ମଧ୍ୟ ସ୍ପଷ୍ଟ ହୋଇନି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଛାନଭିନ୍ କରୁଛି ।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories