www.samajalive.in
Tuesday, December 9, 2025
16.1 C
Bhubaneswar

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଛୁରା ମାଡ

ବଡସାହି: ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଡିଙ୍ଗିରା ଗ୍ରାମର ଜଣେ ଯୁବକଙ୍କୁ ଛୁରା ମାଡ ହୋଇଥିବା ନେଇ ଅଭିଯୋଗ ହେଇଛି । ଯୁବକ ଜଣଙ୍କ ଗୁରୁତର ଆହତ ହୋଇଛନ୍ତି ଏବଂ ତାଙ୍କ ହେଲେ ଗୋପାଳ ସୋରେନ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କେହି ଦୁର୍ବୃତ୍ତ ଏପରି କାଣ୍ଡ ଭିଆଇଥିବା ସନ୍ଦେହ କରାଯାଉଛି । ଆହତଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବେତନଟୀ ଓ ପରେ ବାରିପଦା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories