www.samajalive.in
Sunday, December 14, 2025
14.1 C
Bhubaneswar

ମୁମ୍ବଇ ସେତୁ ଭୁଶୁଡ଼ିବା ଘଟଣା: ନୀରଜ ଦେଶାଇ ଗିରଫ

ମୁମ୍ବଇ : ମୁମ୍ବଇର ଛତ୍ରପତି ଶିବାଜୀ ରେଳ ଷ୍ଟେସନରେ ପାଦଚଲା ସେତୁ ଭୁଶୁଡିବା ଘଟଣାରେ ପୁଲିଓ ସୋମବାର ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣଙ୍କ ହେଉଛନ୍ତି ଯେ ଅଡିଟର। ତାଙ୍କ ନାମ ନୀରଜ ଦେଶାଇ। ସେତୁ କାମ ତାଙ୍କ ତତ୍ତ୍ବାବଧାନରେ ହୋଇଥିଲା। ମାର୍ଚ୍ଚ ୧୪ରେ ତାଙ୍କ ବିରୋଧରେ କାର୍ଯ୍ୟରେ ଅବହେଳା ନେଇ ମାମଲା ରୁଜୁ କରାଯାଇଥିଲା ବେଳେ ୧୮ ତାରିଖରେ ଗିରଫ କରାଯାଇଛି। ଏହି ଘଟଣାରେ ବ୍ରିହାନ ମୁମ୍ବଇ ମ୍ୟୁନିସିପାଲ କର୍ପୋରେସନ ଦୁଇଜଣ ଯନ୍ତ୍ରୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରିଛି। ୧୪ ତାରିଖ ସନ୍ଧ୍ୟାରେ ରେଳ ଷ୍ଟେସନର ପାଦଚଲା ସେତୁ ଭୁଶୁଡି ୬ଜଣଙ୍କର ମୃତ୍ୟୁ ହେବା ସହ ୩୧ ଜଣ ଆହତ ହୋଇଥିଲେ।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories