ଏମ୍ସ ଭୁବନେଶ୍ୱରରେ ଉନ୍ନତ କୃତ୍ରିମ ମୂତ୍ର ସ୍ପିନ୍ଟର (ଏୟୁଏସ) ପ୍ରତିରୋପଣ ସେବା ଆରମ୍ଭ

ଭୁବନେଶ୍ୱର  : ଗୁଣବତ୍ତାସମ୍ପନ୍ନ ସ୍ବାସ୍ଥ୍ୟ ସେବା ପ୍ରଦାନ କ୍ଷେତ୍ରର ଖ୍ୟାତି ଅର୍ଜନ କରିଥିବା ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ ଏମ୍ସ ଭୁବନେଶ୍ୱର ଏହାର ସଫଳତାରେ ଯୋଡ଼ିଛି ଆଉ ଏକ ଫର୍ଦ୍ଦ । ରାଜ୍ୟରେ ପ୍ରଥମକରି ଜଣେ ବ୍ୟକ୍ତିଙ୍କ ଶରୀରରେ କୃତ୍ରିମ ମୂତ୍ର ସ୍ପିନ୍ଟର୍ସ (ଏୟୁଏସ) ପ୍ରତିରୋପଣ କରାଯାଇଛି । ଏମ୍ସ ଭୁବନେଶ୍ୱର ୟୁରୋଲୋଜି ବିଭାଗ ଦ୍ବାରା କରାଯାଇଥିବା ଏହି ଅତ୍ୟାଧୁନିକ ପ୍ରତିରୋପଣ ଓଡ଼ିଶାରେ ପ୍ରଥମ ହେବାର ଗୌରବ ଲାଭ କରିଛି। ଏକ ସୁଦକ୍ଷ ଡ଼ାକ୍ତରୀ ଦଳ ଏହି ବିଶେଷ … Continue reading ଏମ୍ସ ଭୁବନେଶ୍ୱରରେ ଉନ୍ନତ କୃତ୍ରିମ ମୂତ୍ର ସ୍ପିନ୍ଟର (ଏୟୁଏସ) ପ୍ରତିରୋପଣ ସେବା ଆରମ୍ଭ