ବନ୍ଧୁକ ଦେଖାଇ ଛେଳି ବ୍ୟବସାୟୀଙ୍କ ଠାରୁ ୩ ଲକ୍ଷ ଲୁଟ୍
ସୁନ୍ଦରଗଡ : ବନ୍ଧୁକ ଦେଖାଇ ଛେଳି ବ୍ୟବସାୟୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଛି । ଏଭଳି ଏକ ଅଭାବନୀୟ ଘଟଣା ତଲସରା ଥାନା ବଘିଆବେର୍ଣ୍ଣି ଗାଁ ନିକଟରେ ଘଟିଛି । ୪ ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଏହି ଲୁଟ୍…
Read More...
Read More...