www.samajalive.in
Tuesday, December 9, 2025
15.1 C
Bhubaneswar

ଅଟୋ ଓଲଟି ୧୨ ଆହତ

ନବରଙ୍ଗପୁର : ଅଟୋ ଓଲଟି ୧୨ ଜଣ ଆହତ ହୋଇଛନ୍ତି । ନନ୍ଦାହାଣ୍ଡି ଡଙ୍ଗରଭେଜା ବିଦ୍ୟୁତ ସବଷ୍ଟେସନ ନିକଟରେ ଏହି ଦୁର୍ଘଟଣା ଘଟିଛି । କାଜୁ ମିଲରୁ କାମ ସାରି ଘରକୁ ଅଟୋରେ ଘରକୁ  ଫେରିବାବେଳେ ଅଟୋଟି ଓଲଟି ପଡିଥିଲା । ଦୁର୍ଘଟଣାରେ ୧୨ ଜଣ ଆହତ ହୋଇଛନ୍ତି ।  ସମସ୍ତେ ଶ୍ରମିକ ବୋଲି ଜଣାପଡିଛି । ଆହତଙ୍କ ମଧ୍ୟରେ ୧୦ ଜଣ ମହିଳା ଅଛନ୍ତି । ତେବେ ୪ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ନବରଙ୍ଗପୁର ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତନାଘନା କରୁଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories