www.samajalive.in
Friday, December 12, 2025
27.1 C
Bhubaneswar

ମାଡିଗଲା ଅଟୋ, ୩ ଗୁରୁତର

ରାଇକିଆ : ରାଇକିଆ ବାସନ୍ତୀ ପଲ୍ଲୀ, କନଭେଣ୍ଟ୍ ମେଡିକାଲ ଛକ ନିକଟରେ ରବିବାର ଅପରାହ୍ନରେ ଘର ବାରଣ୍ଡା ଉପରକୁ ଅଟୋ ମାଡ଼ି ଯାଇ ୩ ଜଣ ଗୁରୁତର ହୋଇଛନ୍ତି। ରାଇକିଆ ବଜାର ଆଡୁ ଏକ ଡାଲା ଅଟୋ ନିୟନ୍ତ୍ରଣ ହରାଇ ରାସ୍ତାକଡ଼ରେ ଥିବା ତ୍ରେନ୍ ଚଢ଼ି ଘର ବାରଣ୍ଡା ଉପରକୁ ମାଡ଼ି ଯାଇଥିଲା। ଫଳରେ ବାରଣ୍ଡାରେ ବସିଥିବା ତିନିଜଣ ବ୍ୟକ୍ତି ଫ୍ରାଞ୍ଚିସ୍‌ ମୁଣ୍ଡା, ମୋହନ ମହାରଣା, ରବି ପଣ୍ଡାଙ୍କୁ ଧକ୍କା ଦେଇଥିଲା ଅଟୋ। ତିନିଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ରାଇକିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ମୁଣ୍ଡାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଫୁଲବାଣୀ ଜିଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories