www.samajalive.in
Monday, December 15, 2025
15.1 C
Bhubaneswar

ପ୍ୟାରିସ୍ ପାରାଲିମ୍ପିକ୍ସ: ଦ୍ଵିତୀୟ ଦିନରେ ଭାରତକୁ ୨ଟି ପଦକ, ସ୍ଵର୍ଣ୍ଣ ଜିତିଲେ ଅବନୀ

ପ୍ୟାରିସ୍‌: ପ୍ୟାରିସ୍ ପାରାଲିମ୍ପିକ୍ସରେ ଚମକିଲା ଭାରତ। ଦ୍ଵିତୀୟ ଦିନରେ ଦୁଇ ଦୁଇଟି ପଦକ ନିଜ ନାଁରେ କରିଛି ଭାରତ। ଟୋକିଓ ପାରାଲିମ୍ପିକ୍ସରେ ଭାରତକୁ ଗୋଟିଏ ସ୍ଵର୍ଣ୍ଣ ପଦକ ସହ ଦୁଇଟି ପଦକ ଦେଇଥିବା ପାରା ଶୁଟର ଅବନୀ ଲେଖରା ପ୍ୟାରିସ୍‌ ପାରାଲିମ୍ପିକ୍ସରେ ସ୍ଵର୍ଣ୍ଣ ପଦକ ଜିତିଛନ୍ତି। ମହିଳା ୧୦ ମିଟର ଏୟାର ରାଇଫଲ ଷ୍ଟାଣ୍ଡିଂ ଏସଏଚ୧ ଇଭେଣ୍ଟରେ ଦେଶକୁ ସ୍ଵର୍ଣ୍ଣ ପଦକ ଦେଇଛନ୍ତି ଶୁଟର ଅବନୀ ଲେଖରା। ଏଥିସହ ସମାନ ଇଭେଣ୍ଟରେ କାଂସ୍ୟ ପଦକ ହାତେଇଛନ୍ତି ମୋନା ଅଗ୍ରଓ୍ବାଲ।

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories