www.samajalive.in
Sunday, December 14, 2025
19.1 C
Bhubaneswar

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ଉପରେ ପଞ୍ଚାୟତସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

ମାଲକାନଗିରି : ମାଲକାନଗିରି  ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ପ୍ରଭାତୀ ଝଡ଼ିଆଙ୍କ  ଅଧ୍ୟକ୍ଷତାରେ ଆଜି  ପେଦାୱାଡ଼ା ଗ୍ରାମ ପଞ୍ଚାୟତଠାରେ “ଆମ ଓଡ଼ିଶା ନବୀନ ଓଡ଼ିଶା” ଯୋଜନା ଉପରେ ଗ୍ରାମ ପଞ୍ଚାୟତ ସ୍ତରୀୟ ସଚେତନତା  କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ପଞ୍ଚାୟତସ୍ତରୀୟ ସଚେତନତା  କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଚିତ୍ରକୋଣ୍ଡା ବିଧାୟକ ପୁର୍ଣ ଚନ୍ଦ୍ର ବାକା ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବରେ ମାଲକାନଗିରି ଜିଲ୍ଲା ପରିଷଦ ଅଧ୍ୟକ୍ଷା  ସମାରୀ  ତଙ୍ଗୁଲ ,ମାଲକାନଗିରି ପୂର୍ବତନ ବିଧାୟକ ମାନସ ମାଡକାମୀ ,ସଦର ବ୍ଲକ ଅଧ୍ୟକ୍ଷା ଗୌରୀ ପଡ଼ିଆମୀଙ୍କ ସହ ବହୁ ବ୍ୟକ୍ତି ବିଶେଷ ଯୋଗ ଦେଇଥିଲେ ।

 

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories