www.samajalive.in
Tuesday, December 9, 2025
15.1 C
Bhubaneswar

ଅଯୋଧ୍ୟାରେ ଲଜ୍ଜା: ୪ବର୍ଷର ନାବାଳିକାକୁ ଦୁଷ୍କର୍ମ, ଅଭିଯୁକ୍ତକୁ ଗୁଳି ମାରିଲା ପୁଲିସ

ଅଯୋଧ୍ୟା : ଉତ୍ତରପ୍ରଦେଶର ଅଯୋଧ୍ୟାରେ ଲଜ୍ଜା। ପୁଣି ଜଣେ ନାବାଳିକାକୁ ଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ହୋଇଛି। ଜନପଦ ନିକଟ ଥାନା ମହାରାଜଙ୍ଗଜ କୁମ୍ଭିଆ ଗାଁରେ ୪ବର୍ଷର ନାବାଳିକାକୁ ପଡୋଶୀ ଘରର ଜଣେ ଯୁବକ ଦୁଷ୍କର୍ମ କରିଥିବା ଜଣାପଡିଛି। ଅଭିଯୁକ୍ତକୁ ୩୫ବର୍ଷ ହେବ ବୋଲି ସୂଚନା ମିଳିଛି। ଅଭିଯୁକ୍ତ ଜଣଙ୍କ ଘଟଣା ପରେ ଫେରାର ହେବାକୁ ଉଦ୍ୟମ କରୁଥିବା ବେଳେ ପୁଲିସ ଗୁଳି ମାରିଥିବା ଜଣାପଡିଛି। ପରେ ଯୁବକକୁ କାବୁ କରିଥିଲା ପୁଲିସ। ପୀଡିତା ନାବାଳିକାକୁ ଚିକିତ୍ସା ପାଇଁ ମେଡିକାଲରେ କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories