www.samajalive.in
Saturday, December 6, 2025
15.1 C
Bhubaneswar

ଗର୍ଭଗୃହରେ ବିରାଜିଲେ ରାମଲାଲା

ଅଯୋଧ୍ୟା: ସାରା ଦେଶର ରାମ ଭକ୍ତ ମାନେ ଉତ୍କଣ୍ଠାର ସହ ସେହି ମୁହୂର୍ତ୍ତକୁ ଅପେକ୍ଷା କରିଛନ୍ତି ଯେତେବେଳେ ରାମ ମନ୍ଦିରରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହେବ । ଏବଂ ରାମଙ୍କୁ ଦର୍ଶନ କରିବାର ସୁଯୋଗ ପାଇପାରିବେ । ଏହାପୂର୍ବରୁ ଗୁରୁବାର ଗର୍ଭଗୃହରେ ବିରାଜମାନ ହୋଇଛନ୍ତି ରାମଲାଲା । ଗର୍ଭଗୃହରେ ୫୧ଇଞ୍ଚର ଶ୍ୟାମଳ ମୂର୍ତ୍ତିର ପ୍ରଥମ ଫଟୋ ସାମ୍ନାକୁ ଆସିଛି । ମୂର୍ତ୍ତିକୁ ଏକ କପଡାରେ ଆବରଣ କରି ରଖାଯାଇଛି । ଶନିବାର ମୂର୍ତ୍ତିକୁ ଅନାବରଣ କରାଯିବ ବୋଲି ସୂଚନା ମିଳିଛି । ଜାନୁଆରୀ ୨୨ ରେ ଅଯୋଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠଶ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଂଚିଛି । ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବା ସହ ଅତିଥିଙ୍କୁ ନିମନ୍ତ୍ରଣ ମଧ୍ୟ ପଠାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories