www.samajalive.in
Tuesday, December 9, 2025
19.1 C
Bhubaneswar

ଚାକୁଣ୍ଡାପାଳରେ ଆୟୁଷ୍ମାନ ଆରୋଗ୍ୟ ଶିବିର

ପାଟଣା : ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଆନୁକୂଲ୍ୟରେ ଚାକୁଣ୍ଡାପାଳ ସ୍ବାସ୍ଥ୍ୟ ଉପକେନ୍ଦ୍ରଠାରେ ଆୟୁଷ୍ମାନ ଆରୋଗ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ ଚାକୁଣ୍ଡାପାଳ ସରପଞ୍ଚ ରକ୍ଷାମଣି ନାଏକ ଫିତାକାଟି ଉଦଘାଟନ କରିଥିଲେ। ଶିବିରରେ ଡାକ୍ତର ପ୍ରଜ୍ଞା ପରିମିତା ମହାନ୍ତ ଓ ସିଏଚଓ ରିତା ମହାନ୍ତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପାଖାପାଖି ୮୦ ରୁ ଉର୍ଦ୍ଧ୍ବ ରୋଗୀଙ୍କୁ ବିଭିନ୍ନ ପ୍ରକାର ସ୍ୱାସ୍ଥ୍ୟ ସେବା ଯୋଗାଇ ଦିଆଯିବା ସହିତ ମାଗଣାରେ ଔଷଧ ବିତରଣ କରଯାଇଥିଲା। ଏଥିରେ ଆଶାକର୍ମୀ ସ୍ୱର୍ଣ୍ଣପ୍ରଭା ନାଏକ ଓ ଯୋଗ ଶିକ୍ଷୟତ୍ରୀ ଦୀପ୍ତିମୟୀ ମହାନ୍ତ ସହଯୋଗ କରିଥିଲେ।

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories