www.samajalive.in
Wednesday, December 10, 2025
15.1 C
Bhubaneswar

ଆୟୁଷ୍ମାନ୍‍ ଭାରତ : ୧୨ଲକ୍ଷରୁ ଅଧିକ ଲୋକଙ୍କୁ ମିଳିଲା ମାଗଣାରେ ଚିକିତ୍ସା ସୁବିଧା

ନୂଆଦିଲ୍ଲୀ : ବିଶ୍ୱର ସର୍ବବୃହତ୍‍ ସ୍ୱାସ୍ଥ୍ୟସେବା କାର୍ଯ୍ୟକ୍ରମ ଆୟୁଷ୍ମାନ୍‍ ଭାରତ ଯୋଜନା ଅଧୀନରେ ଏପର୍ଯ୍ୟନ୍ତ ୧୨ଲକ୍ଷରୁ ଅଧିକ ଲୋକ ମାଗଣାରେ ଚିକିତ୍ସା ସୁବିଧା ହାସଲ କରିଛନ୍ତି। ନୂଆଦିଲ୍ଲୀଠାରେ ଚାଲିଥିବା ମେଡିକାଲ୍‍ ଫେଆର୍‍ ଇଣ୍ଡିଆ-୨୦୧୯ରେ ଆୟୁଷ୍ମାନ ଭାରତର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଡକ୍ଟର ଇନ୍ଦୁ ଭୂଷଣ ଏହା ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତବର୍ଷ ସେପ୍ଟେମ୍ବର ମାସରେ ଏହି ଯୋଜନାର ଶୁଭାରମ୍ଭ କରିଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories