www.samajalive.in
Sunday, December 7, 2025
16.1 C
Bhubaneswar

ବାବା ଆଖଣ୍ଡଳମଣିଙ୍କ ପୀଠକୁ ୧୦କୋଟି ଟଙ୍କାର ଅନୁଦାନ

ଭୁବନେଶ୍ଵର: ବାବା ଆଖଣ୍ଡଳମଣିଙ୍କ ପୀଠକୁ ୧୦ କୋଟିର ପାଣ୍ଠି ଘୋଷଣା। ଆଜି ପବିତ୍ର ଜାଗର ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏବଂ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ବାବା ଆଖଣ୍ଡଳମଣିଙ୍କ ପୀଠକୁ ଯାଇ ବାବାଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି। ଏହାପରେ ମନ୍ଦିର ପରିକ୍ରମା କରି ମନ୍ଦିରକୁ ଅନୁଦାନ ରାଶି ପ୍ରଦାନ କରିଛନ୍ତି। ବାବା ଆରଡିଙ୍କ ପରିକ୍ରମା ପ୍ରକଳ୍ପ ପାଇଁ ୧୦ କୋଟି ଟଙ୍କାର ଅନୁଦାନ ମିଳିଛି। ପରିକ୍ରମା ପ୍ରକଳ୍ପକୁ ପୂର୍ଣ୍ଣାଙ୍ଗ ରୂପ ଏବଂ ଉନ୍ନତିମୂଳକ କାର୍ଯ୍ୟପାଇଁ ଅର୍ଥ ରାଶି ପ୍ରଦାନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories