www.samajalive.in
Thursday, December 11, 2025
23.1 C
Bhubaneswar

ଯେକୌଣସି ସ୍ଥାନରେ ପଢିହେବ ନମାଜ: ରାମଦେବ

ନୂଆଦିଲ୍ଲୀ: ନମାଜ ପାଠକୁ ନେଇ ସୁପ୍ରିମ କୋର୍ଟର ରାୟ ପ୍ରକାଶ ପାଇବା ପୂର୍ବରୁ ଏ ସମ୍ପର୍କରେ ଦେଶର ବିଭିନ୍ନ ବର୍ଗରୁ ମତ ପ୍ରକାଶ ପାଇବାରେ ଲାଗିଛି। ଯୋଗଗୁରୁ ବାବା ରାମଦେବ ଏ ସମ୍ପର୍କରେ ମତବ୍ୟକ୍ତ କରି ନମାଜ ଯେ କେବଳ ମସଜିତରେ ପଢିହେବ ଏହାକୁ ଖଣ୍ଡନ କରି ଯେକୌଣସି ସ୍ଥାନରେ ନମାଜ ପଢିହେବ ବୋଲି ମତବ୍ୟକ୍ତ କରିଛନ୍ତି।

Hot this week

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

ଗୃହରୁ ମିଳିଥିବା ୧୬,୫୦୦ ଟଙ୍କା ନେବାକୁ ହାତ ଟେକିଲେ ୧୨ ସଦସ୍ୟ

ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ ଲଜ୍ଜାକର ଘଟଣା ଇସଲାମାବାଦ : ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ...

ଦିଲ୍ଲୀ ବିସ୍ଫୋରଣ : ଆଉ ଜଣେ ଡାକ୍ତର ଗିରଫ

ନୂଆଦିଲ୍ଲୀ : ଦିଲ୍ଲୀ ଲାଲକିଲା ବିସ୍ଫୋରଣ ଘଟଣାରେ ଏନଆଇଏ ଜାମ୍ମୁ-କାଶ୍ମୀରର ବାରମୂଲାରୁ...

Related Articles

Popular Categories