www.samajalive.in
Wednesday, December 10, 2025
14.1 C
Bhubaneswar

ଦିଲ୍ଲୀ ବିସ୍ଫୋରଣ : ବାବ୍ରି ମସଜିଦ ର ପ୍ରତିଶୋଧ ନେବାକୁ ଯୋଜନା

ସମାଜ ଲାଇଭ୍ ଡେସ୍କ : ଦିଲ୍ଲୀ ବିସ୍ଫୋରଣ ଘଟଣାର ତଦନ୍ତ ବେଳେ ସାମ୍ନାକୁ ଆସିଲା ଭୟଙ୍କର ତଥ୍ୟ । ଡିସେମ୍ବର ୬ ତାରିଖରେ ଦିଲ୍ଲୀର ୬ଟି ଜନଗହଳିପୂର୍ଣ୍ଣ ସ୍ଥାନରେ ବିସ୍ଫୋରଣ ପାଇଁ ହୋଇଥିଲା ଯୋଜନା । ଦିଲ୍ଲୀ ଲାଲକିଲା ନିକଟରେ ଘଟିଥିବା ଭୟାନକ ବିସ୍ଫୋରଣ ଘଟଣାର ତଦନ୍ତ ଚାଲିଛି । ଆତଙ୍କବାଦୀ ସଂପୃକ୍ତି ଘଟଣା ସାମ୍ନାକୁ ଆସିବା ପରେ ଗୋଟିଏ ପରେ ଗୋଟିଏ ଭୟାଙ୍କର ତଥ୍ୟ ସାମ୍ନାକୁ ଆସିଛି । ତଦନ୍ତକାରୀ ଦଳ ହାତରେ ଲାଗିଥିବା ତତ୍ୟ ଅନୁସାରେ, ଡିସେମ୍ବର ୬ରେ ଦିଲ୍ଲୀର ୬ଟି ସ୍ଥାନରେ ବିସ୍ଫୋରଣ ପାଇଁ ଯୋଜନା କରିଥିଲେ ଆତଙ୍କୀ ଡାକ୍ତର । ବାବ୍ରି ମସଜିଦ ର ପ୍ରତିଶୋଧ ନେବାକୁ ଯୋଜନା କରିଥିଲେ ଡାକ୍ତର ଆତଙ୍କି ଗୋଷ୍ଠି ଓ ଜୈଶ୍‌-ଏ-ମହମ୍ମଦ । ୧୯୯୨ ଡିସେମ୍ବର ୬ରେ ବାବ୍ରି ମସଜିଦ ଭଙ୍ଗା ଯାଇଥିଲା , ଏହାର ପ୍ରତିଶୋଧ ନେବା ପାଇଁ ୬ତାରିଖରେ ୬ଟି ସ୍ଥାନରେ ବିସ୍ଫୋରଣ ପାଇଁ ହୋଇଥିଲା ଯୋଜନା ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories