www.samajalive.in
Friday, December 5, 2025
20.1 C
Bhubaneswar

ନବଜାତ ଶିଶୁପୁତ୍ର ଉଦ୍ଧାର

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଶେରଗଡ଼ ବ୍ଲକ ବ୍ରାହ୍ମଣଛାଇ ଗ୍ରାମର ଏକ ପରିତ୍ୟକ୍ତ ସ୍ଥାନରୁ ଆଜି ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି । ଶିଶୁଟି ଜନ୍ମ ହେବା ପରେ କେହି ଫୋପାଡ଼ି ଦେଇଥିବା ଆଲୋଚନା ହେଉଛି । ଖବର ପାଇ ଚାଇଲ୍ଡ ଲାଇନ କର୍ମକର୍ତ୍ତା ସେଠାରେ ପହଞ୍ଚି ତାକୁ ଉଦ୍ଧାର କରିଛନ୍ତି । ଚିକିତ୍ସା ପାଇଁ ଶିଶୁଟିକୁ ବ୍ରହ୍ମପୁର ବଡ ମେଡିକାଲ ଶିଶୁ ବିଭାଗରେ ଭର୍ତ୍ତି କରାଯାଇଛି। ଶିଶୁର ସ୍ୱାସ୍ଥ୍ୟାବସ୍ଥା ଭଲ ରହିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories