www.samajalive.in
Saturday, December 13, 2025
26.1 C
Bhubaneswar

ଭୂକମ୍ପରେ ଥରିଲା ମହାରାଷ୍ଟ୍ର :୧୦ମିନିଟରେ ଦୁଇଥର ଝଟକା

ମୁମ୍ୱାଇ: ଆଜି(ଗୁରୁବାର) ସକାଳୁ ସକାଳୁ ଭୂକମ୍ପରେ ଥରିଲା ମହାରାଷ୍ଟ୍ର। ହିଙ୍ଗୋଲିରେ ୧୦ ମିନିଟରେ ଲଗାତାର ଦୁଇଥର ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୫ ଓ ୩.୬ ରେକର୍ଡ କରାଯାଇଛି। ଭୂକମ୍ପର ପ୍ରଥମ ଝଟକା ସକାଳ ୬ଟା ୮ ମିନିଟରେ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫ ରହିଥିଲା । ଭୂକମ୍ପର ଦ୍ୱତୀୟ ଝଟକା  ସକାଳେ ୬ଟା ୧୯ ମିନିଟରେ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୬ ଥିଲା । ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନି । ହେଲେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories