www.samajalive.in
Friday, December 5, 2025
26.1 C
Bhubaneswar

ଶ୍ରୀମନ୍ଦିରରେ ରକ୍ତଛିଟା, ଶ୍ରୀଜୀଉଙ୍କର ହେଲା ବଡ଼ ମହାସ୍ନାନ

ସମାଜ ଡିଜିଟାଲ ଡେସ୍କ: ଶ୍ରୀମନ୍ଦିରରେ ପଡ଼ିଲା ରକ୍ତଛିଟା। ଯେଉଁଥିପାଇଁ ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ। ଶ୍ରୀମନ୍ଦିର ପରମ୍ପରା ଅନୁସାରେ ରକ୍ତଛିଟା ପଡ଼ିଲେ ମହାପ୍ରଭୁଙ୍କର ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଥାଏ। ଶନିବାର ପାଣିଆ ଆପଟ ସେବକ ପଡ଼ିଯିବାରୁ ରକ୍ତଛିଡ଼ା ପଡ଼ିଥିଲା। ଏହା ପରେ ବଡ଼ ମହାସ୍ନାନ ହୋଇଥିଲା। ଏଥିଯୋଗୁ ପ୍ରାୟ ୧ଘଣ୍ଟା ଧରି ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା। ମହାସ୍ନାନ ନୀତି ସମ୍ପନ୍ନ ହେବା ପରେ ଦର୍ଶନ ସ୍ବାଭାବିକ ହୋଇଥିଲା।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories