www.samajalive.in
Friday, December 5, 2025
27.1 C
Bhubaneswar

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ ମହାସ୍ନାନ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବଡ ମହାସ୍ନାନ। ଅବକାଶ ପୂଜା ସରିବା ପରେ ଭିତର କାଠ ନିକଟରେ ଏକ ଛୋଟ ପିଲା ବାନ୍ତି କରିଦେବାରୁ ବଡ ମହାସ୍ନାନ କରାଯାଇଛି। ଯାହାଫଳରେ କିଛି ସମୟ ପାଇଁ ସାଧାରଣ ଦର୍ଶନ ବନ୍ଦ ରହିଥିଲା। ତେବେ ଠାକୁରଙ୍କ ବଡ ମହାସ୍ନା କରାଯିବା ପରେ ପୁର୍ନବାର ଜଗା ଦର୍ଶନ ଜାରି ରହିଥିବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories