www.samajalive.in
Saturday, December 6, 2025
19.1 C
Bhubaneswar

ଖୋଲିବ ବଡମ୍ବାର ବନ୍ଦ ଚିନିକଳ!

ଆଠଗଡ : ଖୋଲିବ ବଡମ୍ବାର ବନ୍ଦ ଚିନିକଳ । ବଡମ୍ବାର ବନ୍ଦ ଚିନିକଳ ପରିଦର୍ଶନ କଲେ କେନ୍ଦ୍ରୀୟ ପ୍ରତିନିଧି ମଣ୍ଡଳ । ନ୍ୟାସନାଲ୍‌ ଫେଡେରେସନ ଅଫ୍‌ କୋଅପରେଟିଭ ସୁଗାର ଇଣ୍ଡଷ୍ଟ୍ରି ଲିମିଟେଡ୍‌ ପରିଦର୍ଶନ କରିଛନ୍ତି । ବଡମ୍ବା ସୁନାପାଳ ସ୍ଥିତ ବନ୍ଦ ଚିନିକଳକୁ ପରିଦର୍ଶନ କରିଛନ୍ତି ପ୍ରତିନିଧି ମଣ୍ଡଳୀ । ପରିଦର୍ଶନ ପରେ ଆଠଗଡ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ ହୋଇଛି । ବଡମ୍ବା ବିଧାୟକ ଓ କଟକ ଜିଲ୍ଲାପାଳଙ୍କ ନେତୃତ୍ୱରେ ବୈଠକ ହୋଇଛି । ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯିବ ବୋଲି ଜିଲ୍ଲାପାଳ କହିଛନ୍ତି।

ଆଉ ମାତ୍ର ଅଳ୍ପ ଦିନ.. ଖାଲି ଧନ ହିଁ ଧନ ଦେବ ମଙ୍ଗଳ-ଶନିଙ୍କ ଶକ୍ତିଶାଳୀ ରାଜଯୋଗ; ଏହି ୫ ରାଶିଙ୍କୁ ମିଳିବ ବଡ ସଫଳତା

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories