www.samajalive.in
Wednesday, December 10, 2025
16.1 C
Bhubaneswar

୬୧ ଜଣଙ୍କୁ ଭତ୍ତା ବଣ୍ଟନ

ବଡ଼ସାହି : ଖାନୁଆ ପଞ୍ଚାୟତରେ ସୋମବାର ଭତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସମିତି ସଭ୍ୟା ପଦ୍ମିନୀ ଗିରି, ଭାରପ୍ରାପ୍ତ ସରପଞ୍ଚ ବାଢା ହାଁସଦାଃ, କାର୍ଯ୍ୟ ନିର୍ବାହୀ ଅଧିକାରୀ କେଦାରନାଥ ରାମ, ଜିଆରଏସ୍‍ ସୁକାନ୍ତି ସିଂ ଓ ୱାର୍ଡ ସଭ୍ୟସଭ୍ୟାମାନେ ଉପସ୍ଥିତ ରହି ଭତା ବଂଟନ କରିଛନ୍ତି। ମଧୁବାବୁ ପେନସନ ଯୋଜନାରେ ଭିନ୍ନକ୍ଷମ, ବାର୍ଦ୍ଧକ୍ୟ, ବିଧବା ଓ ଅବିବାହିତା ମିଶି ୬୧ଜଣ ନୂତନ ହିତାଧିକାରୀଙ୍କୁ ଏହି ଭତା ବଂଟନ କରାଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories