www.samajalive.in
Sunday, December 7, 2025
15.1 C
Bhubaneswar

ତାଳପଦାରେ ଅଗ୍ନିକାଣ୍ଡ ; ଜଳିଗଲା ଘର, ମହିଳା ଅଦ୍ଧ୍ୱର୍ଦଗ୍ଧ

ବଡ଼ସାହି : ମଙ୍ଗଳବାର ରାତି ପ୍ରାୟ ୧୦ଟା ପାଖାପାଖି ସମୟରେ ଚୁଙ୍ଗି ନିଆଁରୁ ଅଗ୍ନିକାଣ୍ଡ ଘଟି ବଡ଼ସାହି ନିକଟ ତାଳପଦା କଲେଜସାହିରେ ଅଗ୍ନିକାଣ୍ଡ ଘଟିଛି। ସାହିର କାଲା ସିଂଙ୍କ ଘର ଜଳି ଯାଇଥିବା ବେଳେ ତାଙ୍କ ପତ୍ନୀ(୨୯) ଗୁରୁତର ଆହାତ ହୋଇଛନ୍ତି। ତାଙ୍କ ଶରୀରର ୫୦ପ୍ରତିଶତ ଅଂଶ ପୋଡ଼ି ଯାଇଛି। ତାଙ୍କୁ ପ୍ରଥମେ ବଡ଼ସାହି ପରେ ବାରିପଦା ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ବଡ଼ସାହି ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। କାଲା ସିଂଙ୍କର ଘରେ ଥିବା ସମସ୍ତ ଆସବାବପତ୍ର, ଧାନଚାଉଳ, ନଗଦ ଟଙ୍କା ଓ ପୋଷାକପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ଘରେ ସମସ୍ତେ ଶୋଇ ପଡ଼ିଥିବା ବେଳେ ଏହି ଅଗ୍ନିକାଣ୍ଡ ଘଟିଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories