www.samajalive.in
Saturday, December 6, 2025
26.1 C
Bhubaneswar

ଯୁବକଙ୍କ ମୃତଦେହ ଉଦ୍ଧାର

ବାଙ୍ଗିରିପୋଷି : ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଘାଟିତଳ ପୋଖରୀ ନିକଟରେ ସୋମବାର ସକାଳୁ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ହେଉଛନ୍ତି ବାଘିଆବେଡା ଗ୍ରାମର ଗିରିଶ ନାଏକ। ଗତ ରାତିରୁ ସେ ଘରକୁ ଫେରିନଥିଲେ। ତାଙ୍କର ମୁଣ୍ଡରେ ଗଭୀର କ୍ଷତ ଥିବାର ଦେଖିବାକୁ ମିଳିଥିବା ବେଳେ ରାସ୍ତା କଡ଼ ଧାନ ବିଲ ନିକଟରେ ମୃତଦେହ ପଡିରହିଛି। ତେବେ ହତ୍ୟା ନା ଦୁର୍ଘଟଣା କାରଣ ଅସ୍ପଷ୍ଟ ରହିଛି। ବାଙ୍ଗିରିପୋଷି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories