www.samajalive.in
Monday, December 8, 2025
14.1 C
Bhubaneswar

ବାହାନଗା ରେଳ ଦୁର୍ଘଟଣା ଘଟଣା : ସମନ ସତ୍ତ୍ବେ ହାଜର ହେଲେନି ଷ୍ଟେସନ ମାଷ୍ଟର

ଭୁବନେଶ୍ୱର: ବାହାନଗା ରେଳ ଦୁର୍ଘଟଣାର ୩ ଅଭିଯୁକ୍ତ ସିଗନାଲ ସିନିୟର ସେକ୍ସନ ଇଞ୍ଜିନିୟର ଅରୁଣ ମହନ୍ତ, ସେକ୍ସନ ଇଞ୍ଜିନିୟର ମହମ୍ମଦ ଅମିର ଖାଁ ଓ ଟେକ୍ସିସିଆନ ପପୁ କୁମାର ପୁଣିଥରେ ରିମାଣ୍ଡରେ ଯାଇଛନ୍ତି। କମିଶନର ଅଫ୍ ରେଲୱେ ସେଫ୍ଟିଙ୍କ ରିପୋର୍ଟ ଅନୁଯାୟୀ ପୂର୍ବରୁ ପୂର୍ବରୁ ୫ ଦିନିଆ ରିମାଣ୍ଡରେ ଆଣି ଜେରା କରିଥିଲା। ଅନ୍ୟପକ୍ଷରେ ଷ୍ଟେସନ ମାଷ୍ଟରଙ୍କୁ ହାଜର ପାଇଁ ସମନ ଜାରି ହୋଇଥିଲେ ବି ସେ ସିବିଆଇ ନିକଟରେ ହାଜର ହୋଇନାହାନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories