ବାହାନଗା ଟ୍ରେନ ଦୁର୍ଘଟଣା : କଟକ ଏସ୍‌ସିବିରେ ଚିକିତ୍ସାଧୀନ ଥିବା ଆଉ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

ବାଲେଶ୍ବର : ବାଲେଶ୍ୱର ଜିଲା ବାହାନଗାରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ସୋହେଲ ମନସୁର। ତାଙ୍କ ଘର ବିହାରରେ। ଏସ୍‌ସିବିର ଟ୍ରମା ଆଇସିୟୁରେ ତାଙ୍କର ଚିକିତ୍ସା ଚାଲିଥିଲା। ଏହି ଘଟଣାରେ ମୃତକଙ୍କ ସଂଖା ୨୯୧କୁ ବଢ଼ିଛି।

Comments are closed.