www.samajalive.in
Sunday, December 7, 2025
26.1 C
Bhubaneswar

ବାହାନଗା ଟ୍ରେନ୍ ଦୁର୍ଘଟଣା ଘଟଣା : ୭ ରେଳ କର୍ମଚାରୀ ନିଲମ୍ବିତ

ବାହାନଗା : ବାହାନଗା ଟ୍ରେନ୍ ଦୁର୍ଘଟଣା ଘଟଣାରେ ୭ ଜଣ ରେଳ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି ବୋଲି ଦକ୍ଷିଣ ପୂର୍ବ ରେଳବାଇର ମହାପ୍ରବନ୍ଧକ (ଜିଏମ୍‌) ଅନୀଲ କୁମାର ମିଶ୍ରା ସୂଚନା ଦେଇଛନ୍ତି। ନିଲମ୍ବିତ ହୋଇଥିବା କର୍ମଚାରୀଙ୍କ ମଧ୍ୟରେ ଗିରଫ ହୋଇଥିବା ୩ ଜଣ ଷ୍ଟାଫ୍‌ ଅଛନ୍ତି। ଶ୍ରୀ ମିଶ୍ରା କହିଛନ୍ତି ଯେ, ଏହି କର୍ମଚାରୀମାନେ ସତର୍କ ହୋଇଯାଇଥିଲେ ଏତେବଡ଼ ଦୁର୍ଘଟଣାକୁ ଏଡ଼ାଇ ହୋଇପାରିଥାନ୍ତା। କାର୍ଯ୍ୟରେ ଅବହେଳା କରିଥିବା ନେଇ ସେମାନଙ୍କୁ ନିଲମ୍ବନ କରାଯାଇଛି। ସିବିଆଇ ଘଟଣାର ତଦନ୍ତ ଜାରି ରଖିଛି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories